Masthead

ରାଜ୍ୟବାସୀଙ୍କୁ ସରକାରଙ୍କ ଅନୁରୋଧ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଭିଡ-୧୯ ମହାମାରୀ ମୁକାବିଲାରେ ଜନସାଧାରଣଙ୍କ ଅକୁଣ୍ଠ ସହଯୋଗ ଯୋଗୁଁ ଏହି ବିଶ୍ୱ ମହାମାରୀକୁ ରାଜ୍ୟରେ ସୀମିତ କରାଯାଇ ପାରିଛି । ରାଜ୍ୟରେ ଏବେ ସଂକ୍ରମିତଙ୍କସଂଖ୍ୟା ଯଥେଷ୍ଟ କମ ହୋଇଥିଲେ ମଧ୍ୟ , ସଂକ୍ରମଣର ଭୟ ସଂପୂର୍ଣ୍ଣ ଦୂର ହୋଇନାହିଁ । ଏହା ସହିତ ଏବେ ବିଶ୍ୱରେ କରୋନାର ଏକ ନୂତନ ପ୍ରଜାତିର ଭୂତାଣୁ ଚିହ୍ନଟ ହୋଇଅଛି, ଯାହାର ସଂକ୍ରମଣ ବେଗ ଅତ୍ୟନ୍ତ ପ୍ରଖର । ତେଣୁ ଏହି ମହାମାରୀ ସଂପୂର୍ଣ୍ଣ ପ୍ରଶମିତ ହେବା ପର୍ଯ୍ୟନ୍ତ ଆମକୁ ଯଥେଷ୍ଟ ସାବଧାନ ରହିବାକୁ ପଡିବ ।

କୋଭିଡ ମହାମାରୀର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ସରକାରୀ ଦପ୍ତରଗୁଡିକରେ ନୂତନ ବର୍ଷରର ଶୁଭେଚ୍ଛା ଜଣାଇବା ନିମନ୍ତେ ଏକାଠି ନହେବା ପାଇଁ ନିର୍ଦ୍ଦେଶନାମା ଜାରୀ କରିଛନ୍ତି ।ଏହି କଠିନ ସମୟରେ ପୁରୁଣା ବର୍ଷର ବିଦାୟ ଏବଂ ନୂତନ ବର୍ଷର ଆଗମନକୁ ସମ୍ମିଳିତ ଭାବେ ପାଳନ ନକରିବାକୁ ଅନୁରୋଧ କରାଯାଇଛି । ସେ।।ସିଆଲ ମିଡିଆ ତଥା ସାମାଜିକ ଗଣମାଧ୍ୟମ ଜରିଆରେ ବନ୍ଧୁମିଳନ କରି ନୂତନ ର୍ବେକୁ ଆନନ୍ଦଉଲ୍ଲାସ ସହ ସ୍ୱାଗତ କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ