ରାଜ୍ୟବାସୀଙ୍କୁ ସରକାରଙ୍କ ଅନୁରୋଧ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଭିଡ-୧୯ ମହାମାରୀ ମୁକାବିଲାରେ ଜନସାଧାରଣଙ୍କ ଅକୁଣ୍ଠ ସହଯୋଗ ଯୋଗୁଁ ଏହି ବିଶ୍ୱ ମହାମାରୀକୁ ରାଜ୍ୟରେ ସୀମିତ କରାଯାଇ ପାରିଛି । ରାଜ୍ୟରେ ଏବେ ସଂକ୍ରମିତଙ୍କସଂଖ୍ୟା ଯଥେଷ୍ଟ କମ ହୋଇଥିଲେ ମଧ୍ୟ , ସଂକ୍ରମଣର ଭୟ ସଂପୂର୍ଣ୍ଣ ଦୂର ହୋଇନାହିଁ । ଏହା ସହିତ ଏବେ ବିଶ୍ୱରେ କରୋନାର ଏକ ନୂତନ ପ୍ରଜାତିର ଭୂତାଣୁ ଚିହ୍ନଟ ହୋଇଅଛି, ଯାହାର ସଂକ୍ରମଣ ବେଗ ଅତ୍ୟନ୍ତ ପ୍ରଖର । ତେଣୁ ଏହି ମହାମାରୀ ସଂପୂର୍ଣ୍ଣ ପ୍ରଶମିତ ହେବା ପର୍ଯ୍ୟନ୍ତ ଆମକୁ ଯଥେଷ୍ଟ ସାବଧାନ ରହିବାକୁ ପଡିବ ।

କୋଭିଡ ମହାମାରୀର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ସରକାରୀ ଦପ୍ତରଗୁଡିକରେ ନୂତନ ବର୍ଷରର ଶୁଭେଚ୍ଛା ଜଣାଇବା ନିମନ୍ତେ ଏକାଠି ନହେବା ପାଇଁ ନିର୍ଦ୍ଦେଶନାମା ଜାରୀ କରିଛନ୍ତି ।ଏହି କଠିନ ସମୟରେ ପୁରୁଣା ବର୍ଷର ବିଦାୟ ଏବଂ ନୂତନ ବର୍ଷର ଆଗମନକୁ ସମ୍ମିଳିତ ଭାବେ ପାଳନ ନକରିବାକୁ ଅନୁରୋଧ କରାଯାଇଛି । ସେ।।ସିଆଲ ମିଡିଆ ତଥା ସାମାଜିକ ଗଣମାଧ୍ୟମ ଜରିଆରେ ବନ୍ଧୁମିଳନ କରି ନୂତନ ର୍ବେକୁ ଆନନ୍ଦଉଲ୍ଲାସ ସହ ସ୍ୱାଗତ କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ