Masthead

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ରୀୟ ହିନ୍ଦୀ ସମିତି ସମ୍ମିଳନୀରେ ସାମିଲ୍ ହେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏ ବୈଠକରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ବିଶଦ ଚର୍ଚ୍ଚା ହେବ । ବୈଠକରେ ବହୁ କେନ୍ଦ୍ରମନ୍ତ୍ରୀ ଓ ବିଶେଷଜ୍ଞ ସାମିଲ ହେବେ । ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭୁବନେଶ୍ୱର ଫେରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି