Masthead

ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ । ବଲାଙ୍ଗୀରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏହାସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଜିଲ୍ଲାର ତିନୋଟି ଉପଖଣ୍ଡ ବଲାଙ୍ଗୀର, ଟିଟଲାଗଡ ଓ ପାଟଣାଗଡରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି ।

ଏହି କାର୍ଯ୍ୟକ୍ରମରେ ୧୦ ରୁ ଅଧିକ ମନ୍ତ୍ରୀ ଯୋଗଦେବେ । ମୁଖ୍ୟମନ୍ତ୍ରୀ ହରିଶଙ୍କର ପର୍ଯ୍ୟଟନସ୍ଥଳୀର ବିକାଶ, ବଲାଙ୍ଗୀରରେ ନୂତନ ବସଟର୍ମିନାଲ ଉଦଘାଟନ କରିବେ। ଏହାସହ ବିଭିନ୍ନ ଉନ୍ନୟନମୂଳକ କାମର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ