Masthead

ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ । ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧.୩୦ରେ ଆନନ୍ଦପୁର ଷ୍ଟାଡିୟମରେ ଅବତରଣ କରିବା ପରେ ମ୍ୟୁନିସିପାଲଟି କଲ୍ୟାଣମଣ୍ଡପରେ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୩ଟାରେ ଆନନ୍ଦପୁର ଛାଡି ନିଜ ଜନ୍ମମାଟି ରାଇକଳାରେ ଅବତରଣ କରିବେ । ସେଠାରେ ୭ମ ସର୍ବଭାରତୀୟ ମିନି କଳିଙ୍ଗ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପନୀ ଉତ୍ସବରେ ଯୋଗ ଦେବା ପରେ କେନ୍ଦୁଝର ସର୍କିଟ୍ ହାଉସରେ ରାତ୍ରିଯାପନ କରିବେ । ସୋମବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ