Masthead

ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଫୋକସରେ ଇସ୍ତାହାର ଓ ବଜେଟ । ଇସ୍ତାହାର ପୂରଣ କରିବାକୁ ବିଭାଗମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚାରୋଟି ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଭାଗର କାର୍ୟ୍ୟକାରୀତା ସମ୍ପର୍କରେ ବିଭାଗୀୟ ସଚିବ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅବଗତ । ଗୃହ, ଅର୍ଥ, ଜଳ ସମ୍ପଦ ଓ ଯୋଜନା ଓ ସଂଯୋଜନା ବିଭାଗର ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସରକାରରେ ଚାଷୀଙ୍କୁ ଅଧିକ ଫୋକସ କରାଯାଇଛି ।

ତେଣୁ ଚାଷ ଜମିକୁ ପାଣି ଯୋଗାଇ ଦେବା ଏବଂ ମୌସୁମୀକୁ ଆଖି ଆଗରେ ରଖି ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ଲୋକେ କିଭଳି ଭାବେ ବିଭିନ୍ନ ଯୋଜନାରୁ ଉପକୃତ ହେବେ ତାହା ଉପରେ ଧ୍ୟାନ ଦେବାକୁ କୁହାଯାଇଛି । ନିର୍ବାଚନ ସମୟରେ ସରକାରୀ ଦଳ ପକ୍ଷରୁ ଜାରି କରାଯାଇଥିବା ଇସ୍ତାହାରକୁ କିଭଳି ଭାବେ ପୂରଣ କରାଯିବ ତାକୁ ଅନୁଧ୍ୟାନ କରି ଖସଡ଼ା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ