Masthead

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପ୍ରସ୍ତୁତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ପୂର୍ବାହ୍ନ ୧୧ଟାରେ ପୁରୀ ପୌରସଦନରେ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀ । ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ପରିବହନ ଉପରେ ହେବ ଆଲୋଚନା ।

ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ହେବ ଆଲୋଚନା । ରଥଯାତ୍ରାକୁ ଆଉ ମାତ୍ର ୫ ଦିନ । ଜଗତକର୍ତ୍ତାଙ୍କ ଯାତ୍ରାରେ ସାମିଲ ହେବାକୁ ଶ୍ରୀକ୍ଷେତ୍ରକୁ ଆସିବେ ଅସଂଖ୍ୟ ଯାତ୍ରୀ । ଶ୍ରଦ୍ଧାଳୁ ଓ ଯାତ୍ରୀ କିପରି ସୁଖଦ ଅନୁଭୂତି ନେଇ ଫେରିବେ ସେଥିଲାଗି ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ଜାରି ରହିଛି ଉଦ୍ୟମ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ