Masthead

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପ୍ରସ୍ତୁତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ପୂର୍ବାହ୍ନ ୧୧ଟାରେ ପୁରୀ ପୌରସଦନରେ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀ । ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ପରିବହନ ଉପରେ ହେବ ଆଲୋଚନା ।

ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ହେବ ଆଲୋଚନା । ରଥଯାତ୍ରାକୁ ଆଉ ମାତ୍ର ୫ ଦିନ । ଜଗତକର୍ତ୍ତାଙ୍କ ଯାତ୍ରାରେ ସାମିଲ ହେବାକୁ ଶ୍ରୀକ୍ଷେତ୍ରକୁ ଆସିବେ ଅସଂଖ୍ୟ ଯାତ୍ରୀ । ଶ୍ରଦ୍ଧାଳୁ ଓ ଯାତ୍ରୀ କିପରି ସୁଖଦ ଅନୁଭୂତି ନେଇ ଫେରିବେ ସେଥିଲାଗି ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ଜାରି ରହିଛି ଉଦ୍ୟମ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା