‘ଘୋଷଣାକୁ ଅପେକ୍ଷା କରନ୍ତୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କିଏ ହେବ ମୁଖ୍ୟମନ୍ତ୍ରୀ ଲାଗି ରହିଛି ସସପେନ୍ସ । ସସପେନ୍ସ କ୍ଲିୟର କରିବା ପାଇଁ ଦୁଇ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ। କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବେ ତାରି ଉପରେ ସମସ୍ତଙ୍କ ନଜର । ଏହାରି ଭିତରେ ଯେତେବେଳ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ଦାୟିତ୍ୱ ନେଇସାରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ କରିବାକୁ ନୂଆ ପର୍ଯ୍ୟବେକ୍ଷକ ଦଳ ମଧ୍ୟ ନିଯୁକ୍ତ କରାଯାଇଛି ।

କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପିନ୍ଦର ଯାଦବଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ସେପଟେ ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି ମୁଖ୍ୟମନ୍ତ୍ରୀ କିଏ ହେବେ, ଘୋଷଣାକୁ ଅପେକ୍ଷା କରନ୍ତୁ । ଦଳୀୟ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ, ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ । ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୂପେନ୍ଦ୍ର ଯାଦବ ଆସିବେ । ବିଧାୟକ ଦଳ ବୈଠକରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!