Masthead

ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ମୁଖ୍ୟମନ୍ତ୍ରୀଙ୍କ ୧୪ତମ ଅଭିଯୋଗ ଶୁଣାଣି । ଭୁନେଶ୍ବର ୟୁନିଟ-୨ରେ ହେବ ଜନଶୁଣାଣି । ଉପସ୍ଥିତ ରହିବେ ଅନ୍ୟ ବିଭାଗର ମନ୍ତ୍ରୀ ଓ ସିଚିବ ।  ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକମାନଙ୍କୁ ସିଧାସଳଖ ଭେଟି ଅଭିଯୋଗ ଶୁଣିବେ।  ଏଥିପାଇଁ ସପ୍ତାହକ ତଳୁ ୧ ହଜାର ଲୋକ ପଞ୍ଜୀକରଣ କରିଛନ୍ତି। ନିଜ ନିଜର ସମସ୍ୟାକୁ ନେଇ ବିଭିନ୍ନ ଜିଲ୍ଲାରୁ ଲୋକ ଆସି ରାଜଧାନୀରେ ପହଞ୍ଚିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ମାନେ ଅଭିଯୋଗ ଶୁଣାଣି ବେଳେ ଉପସ୍ଥିତ ରହିବେ ।   ରାଜ୍ୟରେ ନୂଆ ସରକାର ଆସିବା ପରଠୁ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି  ।  ଅନ ଦି ସ୍ପଟ୍ ସମସ୍ୟାର ସମାଧାନ ହେଉଛି। ଗୁରୁତର ରୋଗୀ ଯେଉଁମାନେ ଦାରିଦ୍ର୍ୟ ଯୋଗୁଁ ଚିକିତ୍ସାରୁ ବଞ୍ଚିତ ହେଉଛନ୍ତି, ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ