Masthead

ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ମୁଖ୍ୟମନ୍ତ୍ରୀଙ୍କ ୧୪ତମ ଅଭିଯୋଗ ଶୁଣାଣି । ଭୁନେଶ୍ବର ୟୁନିଟ-୨ରେ ହେବ ଜନଶୁଣାଣି । ଉପସ୍ଥିତ ରହିବେ ଅନ୍ୟ ବିଭାଗର ମନ୍ତ୍ରୀ ଓ ସିଚିବ ।  ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକମାନଙ୍କୁ ସିଧାସଳଖ ଭେଟି ଅଭିଯୋଗ ଶୁଣିବେ।  ଏଥିପାଇଁ ସପ୍ତାହକ ତଳୁ ୧ ହଜାର ଲୋକ ପଞ୍ଜୀକରଣ କରିଛନ୍ତି। ନିଜ ନିଜର ସମସ୍ୟାକୁ ନେଇ ବିଭିନ୍ନ ଜିଲ୍ଲାରୁ ଲୋକ ଆସି ରାଜଧାନୀରେ ପହଞ୍ଚିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ମାନେ ଅଭିଯୋଗ ଶୁଣାଣି ବେଳେ ଉପସ୍ଥିତ ରହିବେ ।   ରାଜ୍ୟରେ ନୂଆ ସରକାର ଆସିବା ପରଠୁ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି  ।  ଅନ ଦି ସ୍ପଟ୍ ସମସ୍ୟାର ସମାଧାନ ହେଉଛି। ଗୁରୁତର ରୋଗୀ ଯେଉଁମାନେ ଦାରିଦ୍ର୍ୟ ଯୋଗୁଁ ଚିକିତ୍ସାରୁ ବଞ୍ଚିତ ହେଉଛନ୍ତି, ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ