Masthead

ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩୦ ତାରିଖରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନ ୧୦.୩୦ରୁ ୟୁନିଟ୍-୨, ଅଶୋକ ନଗର ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ।

ଏହି ଅଭିଯୋଗ ଶୁଣାଣି ପାଇଁ ୨୭ ତାରିଖ ଦିନ ୧୨ରୁ ପଞ୍ଜୀକରଣ ଆରମ୍ଭ ହୋଇଥିଲା  । ଏହି ଅନଲାଇନ ପଞ୍ଜୀକରଣ ପ୍ରକ୍ରିୟା ସର୍ବାଧିକ ୧ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଆଗ୍ରହୀ ଜନସାଧାରଣ ଜନ ଶୁଣାଣି ପୋର୍ଟାଲ ଅଥବା ଜନ ଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍ କରିବା ପାଇଁ ପଞ୍ଜୀକରଣ କରିପାରିବେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା