Masthead

ରଥଯାତ୍ରାରେ ମହାବିଭ୍ରାଟ, ପୁରୀ ଯାଇ ମୁଖ୍ୟମନ୍ତ୍ରୀ କରିବେ ସମୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଗତର ନାଥ ଜଗନ୍ନାଥଙ୍କ ଘୋଷଯାତ୍ରାରେ ଘଟି ଚାଲିଛି ଗୋଟିଏ ପରେ ଗୋଟିଏ ମହାବିଭ୍ରାଟ । ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିବେ ସମୀକ୍ଷା। ଗୁଣ୍ଡିଚା ଘର ଦଳାଚକଟା ପରେ ସିଏମଙ୍କ ପ୍ରଥମ୍ ଗସ୍ତ । ଅପରାହ୍ନରେ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀଙ୍କ ସହ ଉପସ୍ଥିତ ରହିବେ ବରିଷ୍ଠ ଅଧିକାରୀ। ଦଇତା ନିଯୋଗ ଓ ସେବାୟତଙ୍କ ସହ ହେବ ଆଲୋଚନା । ଗୁଣ୍ଡିଚା ଘର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ହସ୍ପିଟାଲ ଯାଇ ଆହତ ଓ ଗୁରୁତରଙ୍କୁ ଭେଟି ପାରନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ