Masthead

ପାଣ୍ଡିଆନ ବିଜେଡିକୁ ଆସିବେ କି ନାହିଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ: ଅମର ଶତପଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଣ୍ଡିଆନଙ୍କୁ ଗଞ୍ଜାମ ଜିଲ୍ଲା ଯଦି ଗ୍ରହଣ କଲା ଓଡ଼ିଶାବାସୀ କାହିଁକି ଗ୍ରହଣ କରିବେନି। ଓଡ଼ିଶାରେ ବହୁ ବର୍ଷ ଧରି ପ୍ରଶାସନିକ ସେବା ଯୋଗାଇଛନ୍ତି। ଯଦି ଭଲ କାମ କରୁଛନ୍ତି କାହିଁକି ଓଡ଼ିଶାବାସୀ ଗ୍ରହଣ କରିବେନି ବୋଲି କହିଛନ୍ତି ବିଜେଡି ବିଧାୟକ ଅମର ଶତପଥୀ । ସେ କହିଛନ୍ତି ଅନେକ ଲୋକ, ବିରୋଧୀ ଦଳ ମଧ୍ୟ ତାଙ୍କ ଦକ୍ଷତାକୁ ପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭରସା କରି ଗୁରୁ ଦାୟିତ୍ଵ ଦେଇଛନ୍ତି । ଆଶା କରୁଛି ସଫଳ ହେବେ । ପାଣ୍ଡିଆନ୍ ବିଜେଡିକୁ ଆସିବେ କି ନାହିଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ।

ଏବେ ପ୍ରଶାସନ ଟିମ୍ ଗୁଡ ଗଭର୍ଣ୍ଣାଶକୁ ନେଇ କାମ କରିବେ। ଓଡ଼ିଶା ପ୍ରଶାସନକୁ ଗତିଶୀଳ କରିବେ। ଗଞ୍ଜାମ ଜିଲ୍ଲାରେ ଯେଉଁ ଭଳି କାର୍ଯ୍ୟକ୍ରମ କରୁଥିଲେ ତାଙ୍କ ସେବାକୁ ଉଚିତ ବିନିଯୋଗ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆଣିଥିଲେ। ଫାଇଭ ଟି କାର୍ଯ୍ୟକ୍ରମ ଗୁଡ ଗଭର୍ଣ୍ଣାଶର ଲକ୍ଷଣ। ଯେତେବେଳେ ଯେଉଁ ଦାୟିତ୍ୱ ଦିଆଯାଇଛି ଭଲ ଭାବେ ନିଭାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ