Masthead

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ ୨୭ରେ ନୀତି ଆୟୋଗ ବୈଠକରେ ଯୋଗ ଦେବେ । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ଉଠାଇପାରନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବି ସେହି ବୈଠକରେ ସେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ଉଠାଇଥିଲେ । ଏଥିସହ ସ୍ୱତନ୍ତ୍ର ପ୍ୟାକେଜ, ଡିବିଟି ମାଧ୍ୟମରେ ଟଙ୍କା ମିଳୁଥିବାରୁ ସବୁ ପଞ୍ଚାୟତରେ ବ୍ୟାଙ୍କ ଖୋଲିବା ନେଇ ଦାବି ରଖିବେ ନବୀନ। ଟେଲିକମ୍ୟୁନିକେସନ ସୁବିଧା ନେଇ ମଧ୍ୟ ଦାବି ଉଠାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି