ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତି ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ବିଜେପିରର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ତେବେ ରାଜ୍ୟରେ ବିଜେପି ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟି ସୌଜନ୍ୟମୂଳକ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ । ଅମିତ ଶାହ ଏବଂ ଜେପି ନଡ୍ଡାଙ୍କୁ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି । ବିଜେପିର ଆଉ କିଛି ଶୀର୍ଷ ନେତୃତ୍ୱଙ୍କୁ ଭେଟିବା ସୂଚନା ରହିଛି । ନିର୍ବାଚନ ପ୍ରତିଶ୍ରୁତି ପୂରଣ ନେଇ ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’