Masthead

ଆଜି ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପଦ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁରକ୍ଷା ପାଇଁ ୨୫ ପ୍ଳାଟୁନ ଫୋର୍ସ ମୁତୟନ କରାଯାଇଛି । ଉପନିର୍ବାଚନରେ ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ନିର୍ବାଚନମଣ୍ଡଳୀକୁ ଶୀଘ୍ର ଆସିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ତାହା ପୂରଣ କରିବାକୁ ଆଜି ପଦ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକ ପଦ୍ମପୁର, ଝାରବନ୍ଧ ଏବଂ ପାଇକମାଳ ଗସ୍ତରେ ଯିବେ ।

ସବୁଠି ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟାରେ ମୁଖ୍ୟମନ୍ତ୍ରୀ ସତୀଭଟା ଏୟାରଷ୍ଟିପ୍ରେ ଅବତରଣ କରିବେ । ସେଠାରୁ ହେଲିକ୍ୟାପ୍ଟର ଯୋଗେ ୧୨.୩୦ ସୁଦ୍ଧା ପାଇକମାଳରେ ପହଞ୍ଚିବେ । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷା ଦାୟୀତ୍ୱରେ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୫ ଜଣ ଏଏସପି, ୧୬ ଡିଏସପି, ୩୨ ଜଣ ଇନସ୍ପେକ୍ଟର, ୧୦୦ ଏସଆଇଓ ଏଏସଆଇଈ ନିଯୋଜିତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ