Masthead

ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅପରାହ୍ନରେ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏକ କାର୍ଯ୍ୟକ୍ରମରେ ଭାଗ ନେବା ସହ ଚତୁର୍ଦ୍ଧାମୂର୍ତ୍ତିଙ୍କୁ କରିବେ ଦର୍ଶନ । ଏହି ସମୟରେ ପାଖାପାଖି ଏକ ଘଣ୍ଟା ମନ୍ଦିରରେ ରହିବାର କର୍ଯ୍ୟକ୍ରମ ରହିଛି । ଶ୍ରୀମନ୍ଦିର ସ୍ଥିତି ସମ୍ପର୍କରେ ଆଲୋଚନା କରିବା ସହ ମେଘନାଦ ପାଚେରୀରେ ହୋଇଥିବା ଫାଟ ଓ ଅନ୍ୟାନ୍ୟ ସ୍ଥିତିର ଅନୁଧ୍ୟାନ କରିବା ସହ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା