Masthead

ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୯ ଟ୍ୟାକ୍ସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଜିଲ୍ଲାପାଳ ଓ ଏସପି ସମ୍ମିଳନୀ ଆରମ୍ଭ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଭାଷଣ ରଖି ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟରେ ବିଭିନ୍ନ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଅଧିକ ଫିଲ୍ଡ ଭିଜିଟ୍ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ରାଜସ୍ୱ ମନ୍ତ୍ରୀ ସରକାରୀ କାର୍ଯ୍ୟାଳୟକୁ ଦଲାଲମୁକ୍ତ କରିବାକୁ ଆହ୍ୱାନ କରିଛନ୍ତି । କାର୍ଯ୍ୟକ୍ରମରେ ଯୋଗ ଦେଇ ଅଧିକାରୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ। ଜିଲ୍ଲାପାଳମାନଙ୍କୁ ଦେଲେ ୯ ଟାସ୍କ।

୧-ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତାର ସହ କାମ କର। ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବନି
୨-ଅଧିକ ଫିଲ୍ଡ ଭିଜିଟ୍ କର, ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କର
୩-ରାଜନୈତିକ ଚାପକୁ ନଡ଼ରି ବାଲି ମାଫିଆଙ୍କୁ ସାବାଡ଼ କର
୪-ଓଡ଼ିଆ ଅସ୍ମିତାର ସୁରକ୍ଷା, ପ୍ରଶାସନିକ ସ୍ତରରେ ଓଡିଆ ଭାଷାର ବହୁଳ ବ୍ୟବହାର, ଓଡ଼ିଆ ଭାଷାରେ ଚିଠିପତ୍ର ସହ ଟେଣ୍ଡର ଓ ନୋଟିସ୍‌ କର
୫-ଚୋରା ମଦ କାରବାରରେ ରୋକ ଲଗାଅ, କୌଣସି ଅଘଟଣ ହେଲେ କଠୋର କାର୍ୟ୍ୟାନୁଷ୍ଠାନ ନିଅ
୬-ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାର, ସୋସିଆଲ ମିଡ଼ିଆ ଜରିଆରେ ବ୍ୟାପକ ସରକାରୀ ସୂଚନା ଦିଅ, ରିୟଲ ଟାଇମ ଡାଟା ବ୍ୟବହାର କରି ସମସ୍ୟାର ସମାଧାନ
୭-ଆବଶ୍ୟକ ନଥିଲେ ଆଦୌ ଆଉଟସୋର୍ସିଂ କରନି
୮-ଗାଦିମଡ଼ା ବାବୁଙ୍କୁ ହଟାଅ, ଲୋକଙ୍କୁ ତ୍ୱରିତ ସେବା ଦିଅ
୯-ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦିଅ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି