Masthead

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବନ୍ଦ ରହିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ବାତ୍ୟା ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ