Masthead

ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ହେବ ଶୁଣାଣି । ୟୁନିଟ୍‌-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେବ। ଦିନ ୧୧ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶୁଣାଣି ହେବ।

ଗତ ଅକ୍ଟୋବର ୨୮ ତାରିଖ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ପଞ୍ଜିକରଣ କରିଥିବା ଆବେଦନକାରୀମାନେ ଏହି ଜନଶୁଣାଣିରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ