Masthead

ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ହେବ ଶୁଣାଣି । ୟୁନିଟ୍‌-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେବ। ଦିନ ୧୧ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶୁଣାଣି ହେବ।

ଗତ ଅକ୍ଟୋବର ୨୮ ତାରିଖ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ପଞ୍ଜିକରଣ କରିଥିବା ଆବେଦନକାରୀମାନେ ଏହି ଜନଶୁଣାଣିରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ