Masthead

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପ୍ରସ୍ତାବ । ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ ନାଁରେ ଏହି ଅନ୍ତର୍ଜାତୀୟ ବିମାନବନ୍ଦରର ନାଁ ଦେବାକୁ ମଧ୍ୟ ପ୍ରସ୍ତାବ ଦିଆଯାଇଛି । ପୁରୀ ଚାରି ଧାମ ମଧ୍ୟରୁ ଅନ୍ୟତମ । ଧାର୍ମିକ, ପର୍ଯ୍ୟଟନ, ଅର୍ଥନୀତିର ହବ୍ ହେବାର ସବୁ ସମ୍ଭାବନା ଏଠାରେ ରହିଛି । ଏହା ସବୁବେଳେ ସାରା ବିଶ୍ୱର ଲୋକଙ୍କୁ ଆକର୍ଷିତ କରିଆସିଛି । ଏହାର ଭୌଗଳିକ ସ୍ଥିତି ଓ ଏହାର ଗୁରୁତ୍ୱକୁ ଦେଖି ଏଠାରେ ଏକ ବିମାନବନ୍ଦରର ଆବଶ୍ୟକତା ଥିବା ନବୀନ ଲେଖିଛନ୍ତି । ଏଥିପାଇଁ ରାଜ୍ୟ ସରକାର ଜମି ଚିହ୍ନଟ କରିସାରିଛନ୍ତି ଓ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି ସେ ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା