Masthead

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପ୍ରସ୍ତାବ । ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ ନାଁରେ ଏହି ଅନ୍ତର୍ଜାତୀୟ ବିମାନବନ୍ଦରର ନାଁ ଦେବାକୁ ମଧ୍ୟ ପ୍ରସ୍ତାବ ଦିଆଯାଇଛି । ପୁରୀ ଚାରି ଧାମ ମଧ୍ୟରୁ ଅନ୍ୟତମ । ଧାର୍ମିକ, ପର୍ଯ୍ୟଟନ, ଅର୍ଥନୀତିର ହବ୍ ହେବାର ସବୁ ସମ୍ଭାବନା ଏଠାରେ ରହିଛି । ଏହା ସବୁବେଳେ ସାରା ବିଶ୍ୱର ଲୋକଙ୍କୁ ଆକର୍ଷିତ କରିଆସିଛି । ଏହାର ଭୌଗଳିକ ସ୍ଥିତି ଓ ଏହାର ଗୁରୁତ୍ୱକୁ ଦେଖି ଏଠାରେ ଏକ ବିମାନବନ୍ଦରର ଆବଶ୍ୟକତା ଥିବା ନବୀନ ଲେଖିଛନ୍ତି । ଏଥିପାଇଁ ରାଜ୍ୟ ସରକାର ଜମି ଚିହ୍ନଟ କରିସାରିଛନ୍ତି ଓ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି ସେ ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼