Masthead

ଆଜି ମୁଖ୍ୟମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ । ନୂଆଦିଲ୍ଲୀରେ କରିବେ ପ୍ରେସମିଟ୍ । ନୂଆଦିଲ୍ଲୀ ଗସ୍ତକୁ ନେଇ ଦେବେ ଗୁରୁତ୍ବପୂର୍ଣ୍ଣ ସୂଚନା । ନୂଆ ଜିଏସ୍‌ଟି ସ୍ଲାବ ସଂପର୍କରେ ରାଜ୍ୟବାସୀଙ୍କୁ ସୂଚନା ଦେଇପାରନ୍ତି । ଏହାସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କହିପାରନ୍ତି । ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ସେମିକନ୍ ଇଣ୍ଡିଆ ସମ୍ମିଳନୀରେ ଯୋଗଦେଇଥିଲେ ।

ଓଡ଼ିଶାର ତିନିଟି ସେମିକଣ୍ଡକ୍ଟର ଚିପ୍ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଦେଇଥିଲେ ଅଶ୍ୱିନୀ ବୈଷ୍ଣବ । ସମ୍ମିଳନୀରେ ଓଡ଼ିଶାର ଷ୍ଟଲ୍ ରହିଛି । ଏହାକୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେମିକଣ୍ଡକ୍ଟର୍ କ୍ଷେତ୍ରରେ ଭାରତର ଅଗ୍ରଗତି ଅସାଧାରଣ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ । ନୂଆଦିଲ୍ଲୀରେ ଯଶୋଭୂମିରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ-୨୦୨୫’ କନଫରେନ୍ସରେ ଭାରତର ବିଶ୍ୱବ୍ୟାପୀ ସେମିକଣ୍ଡକ୍ଟର୍ ଇକୋସିଷ୍ଟମ୍‌କୁ ପ୍ରଶଂସା କରିଥିଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ