Before Header

ଜାଗର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍

0 34

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ପବିତ୍ର ମହାଶିବରାତ୍ରି ବା ଜାଗର ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ୍ କରି କହିଛନ୍ତି, ପ୍ରଭୁ ମହାଦେବଙ୍କ କୃପା ଓ ଆଶୀର୍ବାଦରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।

Leave A Reply

Your email address will not be published.