Masthead

ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଦିନିକିଆ ଗସ୍ତରେ ଗଜପତି ଯିବେ ମୁଖ୍ୟମନ୍ତ୍ରୀ । ୧୧ଟାରେ ପାରଳାଖେମୁଣ୍ଡି ଷ୍ଟାଡିୟମରେ ପହଁଞ୍ଚିବେ । ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ହିତାଧିକାରୀଙ୍କୁ ବଣ୍ଟନ କରବେ । ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ସହ ଶୁଭ ଦେବାର କାର୍ଯ୍ୟକ୍ରମ ରହିଛି । ଜିଲ୍ଲାରେ ମୋଟ ୯୬ ହଜାର ହିତାଧିକାରୀଙ୍କୁ ଚୟନ କରି ତାଲିକା ଏଥିରେ ପ୍ରାୟ ୪ଲକ୍ଷରୁ ଧିକ ଲୋକ ଉପକୃତ ହେବେ ।

ସେହିଭଳି ୭୯୬ କୋଟି ଟଙ୍କାର ମୋଟ ୩୬ଟି ପ୍ରକଳ୍ପର ଉଦଘାଟନ କରାଯିବ। ସେଥିରେ ଅନେକ ମେଗା ପ୍ରକଳ୍ପ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୮ ପ୍ଳାଟୁନ ପୋଲିସ ଫୋର୍ସ ସହ ବହୁ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା