Masthead

କୋଟିଆ ଷ୍ଟ୍ରବେରୀ ଖାଇଲେ ମୁଖ୍ୟ ସଚିବ

କୋଟିଆ (ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲା କୋଟିଆ ଗସ୍ତ କରି ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହପାତ୍ର। ପ୍ରଥମ ଦିନ ଜୟପୁର ବିମାନ ବନ୍ଦର ଓ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଗୁପ୍ତେଶ୍ୱର ଶୈବ ପୀଠ,କୋଲାବ ଡ୍ୟାମ ଗସ୍ତ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ନୂତନ ଅଫିସ ବ୍ଲକକୁ ଉଦ୍ଘାଟନ କରିଥିଲେ।

ମୁଖ୍ୟ ଶାସନ ସଚିବ ଦେଓମାଳି ଗସ୍ତ କରି ସେଠାରେ ପର୍ଯ୍ୟଟକଙ୍କ ସୁୁବିଧା ପାଇଁ ଇକୋ କଟେଜ ନିର୍ମାଣ ହେବ ବୋଲି କହିଛନ୍ତି । ମୁଖ୍ୟ ସଚିବ କୋଟିଆ ଗ୍ରାମପୁଞ୍ଜର ଜାନିଗୁଡା ଷ୍ଟ୍ରବେରି ଫାର୍ମ ପରିଦର୍ଶନ କରିବା ସହିତ ଷ୍ଟ୍ରବେରି ଖାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ