Masthead

କୋଟିଆ ଷ୍ଟ୍ରବେରୀ ଖାଇଲେ ମୁଖ୍ୟ ସଚିବ

କୋଟିଆ (ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲା କୋଟିଆ ଗସ୍ତ କରି ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହପାତ୍ର। ପ୍ରଥମ ଦିନ ଜୟପୁର ବିମାନ ବନ୍ଦର ଓ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଗୁପ୍ତେଶ୍ୱର ଶୈବ ପୀଠ,କୋଲାବ ଡ୍ୟାମ ଗସ୍ତ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ନୂତନ ଅଫିସ ବ୍ଲକକୁ ଉଦ୍ଘାଟନ କରିଥିଲେ।

ମୁଖ୍ୟ ଶାସନ ସଚିବ ଦେଓମାଳି ଗସ୍ତ କରି ସେଠାରେ ପର୍ଯ୍ୟଟକଙ୍କ ସୁୁବିଧା ପାଇଁ ଇକୋ କଟେଜ ନିର୍ମାଣ ହେବ ବୋଲି କହିଛନ୍ତି । ମୁଖ୍ୟ ସଚିବ କୋଟିଆ ଗ୍ରାମପୁଞ୍ଜର ଜାନିଗୁଡା ଷ୍ଟ୍ରବେରି ଫାର୍ମ ପରିଦର୍ଶନ କରିବା ସହିତ ଷ୍ଟ୍ରବେରି ଖାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା