Masthead

ବିଦ୍ୟୁତ ବିତରଣ କମ୍ପାନୀ ସିଇଓଙ୍କ ସହ ଆଜି ମୁଖ୍ୟ ସଚିବଙ୍କ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମାଧାନ ପାଇଁ ଆଜି ବିଦ୍ୟୁତ ବିତରଣ କମ୍ପାନୀ ସିଇଓଙ୍କ ସହ ବୈଠକ କରିବେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗରମ ଭିତରେ ବିଦ୍ୟୁତ୍ କାଟ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇଛି । ଗ୍ରାମାଞ୍ଚଳରେ ପ୍ରତିଦିନ ୫ରୁ ୬ ଘଣ୍ଟା ବିଦ୍ୟୁତ୍ କାଟ ହେଉଛି । ଗ୍ରାମାଞ୍ଚଳରେ ବିଦ୍ୟୁତ୍ କାଟ ହେଉଥିବାବେଳେ ଲୋ-ଭୋଲଟେଜ୍ ସମସ୍ୟା ବି ଲୋକଙ୍କୁ ହନ୍ତସନ୍ତ କରୁଛି । କାଳବୈଶାଖୀ ପରେ ପାରଦ ନିୟମିତ ୪୦ ଡିଗ୍ରୀ ଉପରେ ରହୁଛି ।

କାଳବୈଶାଖୀ ପରେ ଭୁବନେଶ୍ୱରରେ ବିଜୁଳି କାଟକୁ ନେଇ ପ୍ରଶ୍ନ ଉଠାଇଥରଲେ ମୁଖ୍ୟ ଶାସନ ସଚିବ । କାଳବୈଶାଖୀ ଝଡ଼ରେ ବିଦ୍ୟୁତ ସରବରାହ ପ୍ରଭାବିତ ହେଲେ ପୁନଃଉଦ୍ଧାର ପାଇଁ ସାଢେ ୩ ଘଣ୍ଟା ଲାଗୁଛି । ଝଡ଼ ବାତ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ପରେ କେତେ ସମୟ ଲାଗିବ ? ବୋଲି ପ୍ରଶ୍ନ କରିଥିଲେ ପ୍ରଦୀପ ଜେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା