ଓଡ଼ିଶାରେ ବଢୁଛି ଶିଶୁ ନିର୍ଯାତନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୧୦ବର୍ଷରେ ୧୮ଗୁଣ ଓଡ଼ିଶାରେ ଶିଶୁ ନିର୍ଯାତନା । ୨୦୦୯ରେ ଓଡ଼ିଶାରେ ୮୭ ଶିଶୁ ନିର୍ଯାତନା ମାମଲା ବିଭିନ୍ନ ଥାନାରେ ରୁଜୁ ହୋଇଥିଲା । ୨୦୧୯ରେ ଏହା ବୃଦ୍ଧି ପାଇ ୧ ହଜାର ୬୪୮ରେ ପହଞ୍ଚିଛି । ଲୋକସଭାରେ ଏହି ତଥ୍ୟ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ଉପସ୍ଥାପନା କରିଛନ୍ତି । ଜାତୀୟ ହାର ତୁଳାନାରେ ଓଡ଼ିଶାରେ ଶିଶୁ ନିର୍ଯାତନା ଅଧିକ ଥିବାରୁ ରାଜ୍ୟ ସରକାରଙ୍କ ଅସଲ ଚେହେରା ପଦାରେ ପଡିଯାଇଛି ।

ରାଜ୍ୟରେ ଶିଶୁମାନଙ୍କର ସୁରକ୍ଷା ନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ନୟାଗଡ଼ରେ ପରୀ, ବଡ଼ମାଳରେ ନାବାଳିକାଙ୍କୁ ଗଣବଳାକ୍ରାର ଭଳି ଘଟଣା ରାଜ୍ୟରେ ଶିଶୁନିର୍ଯାତନା ବଢୁଥିବା କଥାକୁ ସୂଚାଉଛି । ଓଡ଼ିଶାରେ ଶିଶୁ ସୁରକ୍ଷା ଆୟୋଗ କାର୍ଯ୍ୟକାରୀ ହେଉଥିଲେ ମଧ୍ୟ ଶିଶୁ ନିର୍ଯାତନା ରୋକିବାରେ ସଫଳ ହୋଇପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ