Masthead

ଅଚିହ୍ନା ନାବାଳକଙ୍କ ମୃତଦେହ ଉଦ୍ଧାର

କଣିହାଁ, (ବଡ଼ ଖବର ବ୍ୟୁରୋ): ଆଜି କଣିହାଁ ବ୍ଲକ ବୁରୁକୁନା ଗାଁ ପାଖ ଫାସିପାଳ ଓ ହୁଣ୍ଡାଳିଆ ମଧ୍ୟବର୍ତ୍ତୀ ସମାକୋଇ ନଦୀ ଅଞ୍ଚଳରେ ଏକ ମୃତଦେହ ଭାସୁଥିବା ଦେଖି ଗାଁ ଲୋକେ ସମଲ ଥାନାକୁ ଖବର ଦେଇଥିଲେ ।
ଥାନା ଏଏସଆଇ ଅଜୟ କୁମାର ସାହୁ ଓ ସନ୍ତୋଷ କୁମାର ଶତପଥୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ତାଳଚେର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି। ନାବାଳକଙ୍କ ବୟସ ୧୩/୧୪ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଏହା ହତ୍ୟା ନା ଆତ୍ମହତ୍ୟା ପୋଲିସ ତା’ର ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା