Masthead

ଅଚିହ୍ନା ନାବାଳକଙ୍କ ମୃତଦେହ ଉଦ୍ଧାର

କଣିହାଁ, (ବଡ଼ ଖବର ବ୍ୟୁରୋ): ଆଜି କଣିହାଁ ବ୍ଲକ ବୁରୁକୁନା ଗାଁ ପାଖ ଫାସିପାଳ ଓ ହୁଣ୍ଡାଳିଆ ମଧ୍ୟବର୍ତ୍ତୀ ସମାକୋଇ ନଦୀ ଅଞ୍ଚଳରେ ଏକ ମୃତଦେହ ଭାସୁଥିବା ଦେଖି ଗାଁ ଲୋକେ ସମଲ ଥାନାକୁ ଖବର ଦେଇଥିଲେ ।
ଥାନା ଏଏସଆଇ ଅଜୟ କୁମାର ସାହୁ ଓ ସନ୍ତୋଷ କୁମାର ଶତପଥୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ତାଳଚେର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି। ନାବାଳକଙ୍କ ବୟସ ୧୩/୧୪ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଏହା ହତ୍ୟା ନା ଆତ୍ମହତ୍ୟା ପୋଲିସ ତା’ର ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?