Masthead

ସାପ କାମୁଡାରେ ଶିଶୁ ମୃତ

ହିନ୍ଦୋଳ (ବଡ଼ ଖବର ବ୍ୟୁରୋ): ସର୍ପାଘାତରେ ଚାଲିଗଲା ୨ବର୍ଷ ଶିଶୁର ଜୀବନ । ଅନୁଗୁଳ ଜିଲ୍ଲା ହିନ୍ଦୋଳ ଏନଏସି ଶରଧାପୁର ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ପୂର୍ବାହ୍ନ ପାଖାପାଖି ୧୧ଟା ହେବ । କୁମୁଦ ବେହେରାଙ୍କ ପୁଅ ଋଷି ବାରଣ୍ଡାରେ ଖେଳୁଥିବା ବେଳେ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା । ଚିତ୍କାର ଶୁଣି ପରିବାର ଲୋକେ ତୁରନ୍ତ ଋଷିଙ୍କୁ ହିନ୍ଦୋଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ