Masthead

ଅଭିନୟ ମାଧ୍ୟମରେ ଅସୁବିଧା ସଂପର୍କରେ ଜଣାଇଲା କୁନିଝିଅ

କୋରାପୁଟ(ବଡ଼ ଖବର ବ୍ୟୁରୋ): ସ୍ୱାଧୀନତାର ଦୀର୍ଘ ୭୭ବର୍ଷ ପରେ ବି ଗାଁ ଲୋକ ଆଜି ପର‌୍ୟ୍ୟନ୍ତ କିଭଳି ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି ତାହା ନିଖୁନ ଅଭିନୟ ମାଧ୍ୟମରେ ସରକାର ଙ୍କୁ ଚେତେଇ କୁନି ଝିଅଟି। କୋରପୁଟିଆ ଭାଷାରେ ସେ ନିଜର କଳା ପରିବେଷଣ କରିଥିଲେ । କୋରାପୁଟରେ ଆୟୋଜିତ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ କୋରାପୁଟର ସରସ୍ୱତୀ ଶିଶୁ ବିଦ୍ୟ।ମନ୍ଦିରର କୁନି ଝିଅଟିଏ fancy dress ପ୍ରତିଯୋଗିତାରେ ଭାଗ ନେଇଥିଲେ ।

ସେଥିରେ ସେ ଦସମନ୍ତପୁରର ଉପାନ୍ତ ଅଂଚଳ ଲୁଲା ପଂଚାୟତର ଲୋକ କିଭଳି ରହୁଛନ୍ତି, ମୋବାଇଲ୍ ଟାୱାର ନଥିବାରୁ କିଭଳି ଅସୁବିଧାରେ ପଡୁଛନ୍ତି । ଏଭଳି ଅନେକ ଅସୁବିଧା ସମ୍ପର୍କରେ ଉପସ୍ଥିତ ଥିବା କୋରାପୁଟ ଜିଲ୍ଲାପାଳ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ କୋରାପୁଟ ବିଧାୟକ ରଘୁରାମ ପଡାଲଙ୍କୁ ,କୋରାପୁଟିଆ ନିନି ବେଶରେ ଜଣେଇଥିଲେ। ତାଙ୍କର ଏଇ ଅଭିନୟ ସମସ୍ତଙ୍କୁ ଖୁସି କରିଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ