Masthead

ପିଲା ବିକ୍ରି ଅଭିଯୋଗ, ୩ ଅଟକ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପିଲା ଚୋରି ଓ ବିକ୍ରି ଭଳି ସାଂଘାତିକ ଅଭିଯୋଗ ଆସିଛି ମୟୂରଭଞ୍ଜ ଜିଲ୍ଲା ସାରସକଣା ଅଞ୍ଚଳରୁ । ଦାନାଦର ଗ୍ରାମର ପ୍ରଦୀପ ଦିଗାରଙ୍କ ସ୍ତ୍ରୀ ମାଳତୀ ଦିଗାରଙ୍କ କୋଳରୁ ଏକମାସର ଶିଶୁପୁତ୍ରଙ୍କୁ ସାରସକଣାର ତପନ ଦଣ୍ଡପାଟ ଜୋରକରି ଛଡାଇ ନେଇଥିଲେ ।

ପରେ ସେ ସାରସକଣା ଅଞ୍ଚଳର ପ୍ରହ୍ଲାଦ ପ୍ରତିହାରୀ ଓ ତାଙ୍କ ସ୍ତ୍ରୀ ଲିଜା ପ୍ରତିହାରୀଙ୍କୁ କିଛି ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ କରିଛନ୍ତି ମାଳତୀ ଦିଗାର । ଏନେଇ ଝାରପୋଖରିଆ ଥାନାରେ ମାମଲା ରୁଜୁ ହୋଇଛି । ପୋଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା