Masthead

ନିଜ ସ୍କୁଲରେ ପିଲାଙ୍କୁ ମିଳିବ ଜାତି ପ୍ରମାଣ ପତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଉ ଯିବାକୁ ପଡିବ ନାହିଁ ତହସିଲ କାର୍ଯ୍ୟାଳୟ। ଏଣିକି ନିଜ ନିଜ ସ୍କୁଲରେ ପିଲାଙ୍କୁ ମିଳିବ ଜାତି ପ୍ରମାଣ ପତ୍ର । ଜାତି ପ୍ରମାଣପତ୍ର ସହ ଆୟ ଓ ଆବାସିକ ପ୍ରମାଣପତ୍ର ମଧ୍ୟ ମିଳିବ । ଦଶମ ଶ୍ରେଣୀ ପିଲାଙ୍କ ଲାଗି ସ୍କୁଲରେ ଏହି ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।

ରାଜସ୍ୱ ନିରୀକ୍ଷକମାନେ ସ୍କୁଲରେ କ୍ୟାମ୍ପ କରି ସାର୍ଟିଫିକେଟ ଦେବେ। ସାର୍ଟିଫିକେଟ ବଣ୍ଟନ ବେଳେ ପ୍ରଧାନ ଶିକ୍ଷକ ଓ ଶ୍ରେଣୀ ଶିକ୍ଷକ ଉପସ୍ଥିତ ରହିବେ । ଖରାଛୁଟି ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ତାରିଖରେ ଏହି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା