Masthead

ନିଜ ସ୍କୁଲରେ ପିଲାଙ୍କୁ ମିଳିବ ଜାତି ପ୍ରମାଣ ପତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଉ ଯିବାକୁ ପଡିବ ନାହିଁ ତହସିଲ କାର୍ଯ୍ୟାଳୟ। ଏଣିକି ନିଜ ନିଜ ସ୍କୁଲରେ ପିଲାଙ୍କୁ ମିଳିବ ଜାତି ପ୍ରମାଣ ପତ୍ର । ଜାତି ପ୍ରମାଣପତ୍ର ସହ ଆୟ ଓ ଆବାସିକ ପ୍ରମାଣପତ୍ର ମଧ୍ୟ ମିଳିବ । ଦଶମ ଶ୍ରେଣୀ ପିଲାଙ୍କ ଲାଗି ସ୍କୁଲରେ ଏହି ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।

ରାଜସ୍ୱ ନିରୀକ୍ଷକମାନେ ସ୍କୁଲରେ କ୍ୟାମ୍ପ କରି ସାର୍ଟିଫିକେଟ ଦେବେ। ସାର୍ଟିଫିକେଟ ବଣ୍ଟନ ବେଳେ ପ୍ରଧାନ ଶିକ୍ଷକ ଓ ଶ୍ରେଣୀ ଶିକ୍ଷକ ଉପସ୍ଥିତ ରହିବେ । ଖରାଛୁଟି ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ତାରିଖରେ ଏହି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’