ଖରା ଛୁଟିରେ ପିଲା ପଢିବେ ପାଠ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖରା ଛୁଟିରେ ପିଲା ପଢିବେ ପାଠ। ବିଦ୍ୟାର୍ଥୀଙ୍କ ପାଇଁ ଗ୍ରୀଷ୍ମକାଳୀନ କାର୍ଯ୍ୟକ୍ରମ ଆରମ୍ଭ କରିଛି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଯାହାର ନାଁ ରହିଛି ‘ହଲିଡେ ହୋମୱାର୍କ ପ୍ରୋଗ୍ରାମ’। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଷୟଭିତ୍ତିକ ଓ ଅଭିଜ୍ଞ ଶିକ୍ଷକମାନଙ୍କୁ ଫୋନ କରି ନିଜର ପ୍ରଶ୍ନ ପଚାରିପାରିବେ। ଆଉ ଏହାର ସମାଧାନ ମଧ୍ୟ ପାଇପାରିବେ।

ଏନେଇ ବିଭାଗ ପକ୍ଷରୁ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମ ଜାରି ରହିବ। ଯାହା ଫଳରେ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ ସମ୍ବନ୍ଧିତ ସମସ୍ୟାର ସମାଧାନ ହୋଇପାରିବ। ପ୍ରଥମରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଏହି ସୁବିଧା କରିଛି ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’