Masthead

ପାକିସ୍ତାନକୁ ଠକି ଦେଲା ଚୀନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନକୁ ଠକି ଦେଲା ଚୀନ । ଧୋକାଦେଲା ଡୁପ୍ଲିକେଟ ଚାଇନା ମାଲ୍ । କାମ ଦେଲାନି ପାକିସ୍ତାନ ଏୟାର ଡିଫେନ୍ସ ସିଷ୍ଟମ । ଚୀନ ଠାରୁ ଏୟାର ଡିଫେନ୍ସ ସିଷ୍ଟମ ଆଣିଥିଲା ପାକିସ୍ତାନ । ନକଲି ଚୀନ୍ ଏୟାର ଡିଫେନ୍ସ ସିଷ୍ଟମ କାମ ଦେଲାନି । ଚୀନ ଠାରୁ ୩ ପ୍ରକାର ଏୟାର ଡିଫେନ୍ସ ସିଷ୍ଟମ ଆଣିଛି ପାକିସ୍ତାନ । ଏଫଡି-୨୦୦୦, ଏଚକୁ୍ୟ-୧୬ଏଫଇ, ଏଚକୁ୍ୟ-୯ବିଇ । ଭାରତକୁ ଜଗିଥିଲା ଏଚକୁ୍ୟ-୯ବିଇ ଏୟାର ଡିଫେନ୍ସ ସିଷ୍ଟମ ।

ସେପଟେ ଭାରତର ୯ଟି ବିମାନବନ୍ଦରରେ ଉଡ଼ାଣ ବନ୍ଦ କରାଯାଇଛି । ପରବର୍ତ୍ତୀ ନିଦେ୍ର୍ଦଶ ପର୍ଯ୍ୟନ୍ତ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ । ଏୟାର ଇଣ୍ଡିଆ ଏକ୍ସପ୍ରେସ ମଧ୍ୟ ଉଡ଼ାଣ ବନ୍ଦ କରିଛି । ଜାମ୍ମୁ, ଶ୍ରୀନଗର, ଲେହ, ଯୋଧପୁର, ଅମୃତସରକୁ ଉଡ଼ାଣ ବନ୍ଦ କରାଯାଇଛି । ଭୁଜ, ଜାମନଗର, ଚଣ୍ଡିଗଡ଼, ରାଜକୋଟରୁ ଉଡ଼ାଣ ବନ୍ଦ କରାଯାଇଛି । ଅମୃତସର ଆସିବାକୁ ଥିବା ୨ ଅନ୍ତର୍ଜାତୀୟ ବିମାନ ଦିଲ୍ଲୀ ଆସିବ । ଅନ୍ୟପଟେ ଭାରତର ହମଲା ପରେ ପାକିସ୍ତାନରେ ହଲଚଲ । ଲାହୋର ଏୟାରପୋର୍ଟରେ ଏମର୍ଜେନ୍ସୀ ଘୋଷଣା । ୪୮ଘଣ୍ଟା ଲାହୋର ଏୟାରପୋର୍ଟରୁ ବିମାନ ଉଡ଼ାଣ ବନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା