Masthead

ମହାକାଶରେ ଇତିହାସ ରଚିଲା ଚାଇନା

(ବଡ଼ ଖବର ବ୍ୟୁରୋ): ମହାକାଶରେ ଇତିହାସ ରଚିଲା ଚାଇନା । ମହାଶୂନ୍ୟରେ ଚାଲିଲେ ଚାଇନା ନାଗରିକ । ମହାକାଶରେ ଚାଇନା ସ୍ଥାପନ କରିଛି ନିଜସ୍ୱ ସ୍ପେସ୍ ଷ୍ଟେସନ୍ । ଚାଇନା ଏହି ସ୍ପେସ୍ ଷ୍ଟେସନର ନାଁ ରଖିଛି ତିଆଙ୍ଗଅଙ୍ଗ । ମହାକାଶଚାରୀମାନେ ସ୍ପେସ୍ ଷ୍ଟେସନରୁ ବାହାରି ମହାଶୂନ୍ୟରେ ଚାଲୁଛନ୍ତି ।

ପୃଥିବୀ ପୃଷ୍ଠରୁ ହଜାର ହଜାର ମାଇଲ୍ ଦୂରରେ ମହାକାଶରେ ପୂର୍ବରୁ କେବେ ମହାକାଶଚାରୀମାନେ ଚାଲିନଥିଲେ । ମହାଶୂନ୍ୟରେ ଚାଇନା ମହାକାଶଚାରୀମାନେ ପ୍ରଥମ ଥର ଚାଲି ଇତିହାସ ରଚିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା