Masthead

ଭାରତ ଉପରେ ଆକ୍ରମଣ କରିପାରେ ଚୀନ: ଜିମ ମ୍ୟାଟିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୟୁକ୍ରେନ ଯୁଦ୍ଧକୁ ନେଇ ଉତ୍ସାହିତ ହୋଇ ଭାରତ ଉପରେ ଆକ୍ରମଣ କରିପାରେ ଚାଇନା । ଏଭଳି କହିଛନ୍ତି ଆମେରିକାର ପୂର୍ବତନ ପ୍ରତିରକ୍ଷା ସଚିବ ଜିମ ମ୍ୟାଟିସ । ଚାଇନା ଭାରତ ଉପରେ ଆକ୍ରମଣ କରିବାର ଆଶଙ୍କା ରହିଛି। ମ୍ୟାଟିସ କହିଛନ୍ତି ଯେ ୟୁକ୍ରେନ ଯୁଦ୍ଧ ଉପରେ ଚାଇନା ତୀକ୍ଷଣ ନଜର ରଖିଛି ଏବଂ ଯଦି ରୁଷିଆ ୟୁକ୍ରେନରେ ସଫଳ ହୁଏ ତେବେ ଚାଇନା ମଧ୍ୟ ଏଲଏସିରେ ଉତ୍ତେଜନା ସୃଷ୍ଟି କରି ଭାରତ ଉପରେ ଆକ୍ରମଣ କରିବାକୁ ଉତ୍ସାହିତ ହୋଇପାରେ। ରାଇସିନା ସଂଳାପର ଅଷ୍ଟମ ସଂସ୍କରଣରେ ଏକ କାର୍ୟ୍ୟକ୍ରମରେ ଭାଷଣ ଦେବାବେଳେ ଆମେରିକାର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜିମ ମ୍ୟାଟିସ ଏହି ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ