Masthead

ଚୀନର ସୀମା ଦଖଲ ଉଦ୍ୟମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚାଇନା ଚଳାଇଛି ସୀମା ଦଖଲ ଉଦ୍ୟମ । ବେଜିଂ ଭାରତ-ଚାଇନା ମଝିରେ ଥିବା ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳକୁ ଦଖଲ ଲାଗି ନିର୍ମାଣ କାର୍ୟ୍ୟ ଜାରି ରଖିଛି। ଲଦାଖର ପାଙ୍ଗୋଙ୍ଗ୍‌ ହ୍ରଦ, ତିବ୍ଦତ, ଅରୁଣାଚଳ ପ୍ରଦେଶ ଓ ସିକିମ୍‌ରେ ଚାଇନାର ପିପୁଲ୍ସ ଲିବରେଶନ୍‌ ଆର୍ମି (ପିଏଲ୍‌ଏ) ସୈନ୍ୟ ଭାରତୀୟ ସେନାକୁ ପ୍ରତିହତ କରିବାକୁ ଜଗିରହିଛନ୍ତି। ଭାରତୀୟ ସେନା ଯୁଦ୍ଧ ଭଳି ସ୍ଥିତିର ମୁକାବିଲା ପାଇଁ ସକ୍ଷମ ଓ ପ୍ରସ୍ତୁତ ହୋଇ ରହିଥିବା କହୁଥିଲେ ମଧ୍ୟ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ସଂଲଗ୍ନ ଅଞ୍ଚଳରେ ପିଏଲ୍‌ଏ ପକ୍ଷରୁ ଏୟାରଷ୍ଟ୍ରିପ୍‌ ଓ ବ୍ରିଜ୍‌ ନିର୍ମାଣ ଚାଲିଛି। ପାଙ୍ଗୋଙ୍ଗ୍‌ ହ୍ରଦ ଦକ୍ଷିଣ ପାର୍ଶ୍ୱରେ ଯୁଦ୍ଧକାଳୀନ ଭିତ୍ତିରେ ଚାଇନା ୮ ମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ବ୍ରିଜ୍‌ ନିର୍ମାଣ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି