Masthead

ଆସିଲା ଚିନ୍ମୟୀଙ୍କ ଡାଏଟମ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଏସ୍ପି ଯାହା କହିଥିଲେ ସତ ହେଲା । ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରୟଦର୍ଶିନୀଙ୍କୁ ହତ୍ୟା କରାଯାଇ ନାହିଁ । ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି । ଏସ୍ପି ଯାହା କହିଥିଲେ ଡାଏଟମ ରିପୋର୍ଟରେ ସମାନ କଥା ଉଲ୍ଲେଖ କରାଯାଇଛି । ପାଣିରେ ବୁଡ଼ି ଚିନ୍ମୟୀଙ୍କ ମୃତୁ୍ୟ ହୋଇଥିବା ଶବବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା । ଶବବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟମ ଟେଷ୍ଟ ରିପୋର୍ଟରେ ସମାନ କଥା ଉଲ୍ଲେଖ ରହିଛି । ଏବେ ଭିସେରା ଟେଷ୍ଟ ରିପୋର୍ଟକୁ ଅପେକ୍ଷା । ତେବେ ସେ ପାଣିରେ କାହିଁକି ଓ କେମିତି ବୁଡ଼ିଲେ ତାହାର ଉତ୍ତର ବି ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ