Masthead

ଗୁଜୁରାଟରେ ଚିରାଗ, ବିଜେପିର ବରିଷ୍ଠ ନେତାଙ୍କ ସହ କରିପାରନ୍ତି ଆଲୋଚନା

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ବିହାରରେ ଏଲଜେପି ଏବେ ଦୁଇ ଭାଗରେ ବିଭକ୍ତ ହୋଇ ସାରିଛି । ଚିରାଗ ପାସୱାନ ଏବଂ ପଶୁପତି କୁମାର ଉଭୟଙ୍କର ନିଜସ୍ୱ ଦାବି ବି ରହିଛି । ଏହାମଧ୍ୟରେ ଏବେ ଚିରାଗ ପାସୱାନ ଗୁଜୁରାଟ ପହଞ୍ଚିଛନ୍ତି । ଶୁଣିବାକୁ ମିଳୁଛି ସେଠାରେ ବିଜେପିର ବରିଷ୍ଠ ନେତାମାନଙ୍କ ସହ ଆଲୋଚନା ମଧ୍ୟ କରିପାରନ୍ତି । ତେବେ ଚିରାଗ କିନ୍ତୁ ଏହି କଥାକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି ଯେ, ଏହା ତାଙ୍କର ବ୍ୟକ୍ତିଗତ ଟୁର ।

ତେବେ ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ଚିରାଗଙ୍କୁ ପଚରା ଯାଇଥିବା ପ୍ରଶ୍ନର ସିଧାସଳଖ ଉତ୍ତର ବି ଦେଇନାହାନ୍ତି ସେ । ତେବେ ଆଗରୁ ଚିରାଗ ଏକ ବିବୃତ୍ତିରେ କହିଥିଲେ ଯଦି ବିଜେପି ତରଫରୁ ତାଙ୍କୁ ନେଇ କିଛି ଉଦ୍ୟମ ଜାରି ରହେ ତେବେ ସେ ଭବିଷ୍ୟତରେ ବିଜେପି କଥା ଚିନ୍ତା କରିପାରନ୍ତି । ଆଉ ଏହାମଧ୍ରରେ ଚିରାଗଙ୍କ ଗୁଜୁରାଟ ଗସ୍ତ ଚିରାଗଙ୍କ ଏହି କଥାକୁ ନେଇ ଆଶଙ୍କା ସୃଷ୍ଟି କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ