ହାତ ଛାଡିଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ବାଳ । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଥିଲେ । ଏପରିିକି ବିଧାନସଭାରେ ବିରୋଧୀ ଦଳର ଉପନେତା ଭାବେ ମଧ୍ୟ କଂଗ୍ରେସ ସ୍ୱରକୁ ଶାଣିତ କରିଥିଲେ ଚିରଞ୍ଜିବୀ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ବି ଥିଲେ ଚିରଞ୍ଜିବୀ ବିଶ୍ୱାଳ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’