Masthead

ହାତ ଛାଡିଥିଲେ, ଏବେ ଶଙ୍ଖ ଧରଲେ ଚିରଞ୍ଜିବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗ ଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ । ହଜାର ହଜାର ସମର୍ଥକଙ୍କ ଗହଣରେ ଆସି ବିଜେଡିରେ ଯୋଗ ଦେଇଛନ୍ତି ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଚିରଞ୍ଜିବୀ । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ ଶନିବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ ।

ଚିରଞ୍ଜିବୀ ଏହାପୂର୍ବରୁ ତିର୍ତ୍ତୋଲ ଓ ଜଗତସିଂହପୁରରୁ ବିଧାୟକ ରହି ସାରିଛନ୍ତି । ଚିରଞ୍ଜିବୀଙ୍କୁ ଦଳରେ ସାମିଲ କଲେ ମଧ୍ୟ କେଉଁଠୁ ପ୍ରାର୍ଥୀ କରିବେ ତାହାକୁ ନେଇ ସସପେନ୍ସ ଲାଗି ରହିଛି । କାରଣ ପୂର୍ବରୁ ଜଗତସିଂହପୁରରୁ ବିଧାୟକ ଥିବା ଚିରଞ୍ଜିବୀ ଏବେ ପାରାଦ୍ୱୀପ ମୁହାଁ ହେଉଥିବା ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ