Masthead

ହାତ ଛାଡିଥିଲେ, ଏବେ ଶଙ୍ଖ ଧରଲେ ଚିରଞ୍ଜିବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗ ଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ । ହଜାର ହଜାର ସମର୍ଥକଙ୍କ ଗହଣରେ ଆସି ବିଜେଡିରେ ଯୋଗ ଦେଇଛନ୍ତି ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଚିରଞ୍ଜିବୀ । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ ଶନିବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ ।

ଚିରଞ୍ଜିବୀ ଏହାପୂର୍ବରୁ ତିର୍ତ୍ତୋଲ ଓ ଜଗତସିଂହପୁରରୁ ବିଧାୟକ ରହି ସାରିଛନ୍ତି । ଚିରଞ୍ଜିବୀଙ୍କୁ ଦଳରେ ସାମିଲ କଲେ ମଧ୍ୟ କେଉଁଠୁ ପ୍ରାର୍ଥୀ କରିବେ ତାହାକୁ ନେଇ ସସପେନ୍ସ ଲାଗି ରହିଛି । କାରଣ ପୂର୍ବରୁ ଜଗତସିଂହପୁରରୁ ବିଧାୟକ ଥିବା ଚିରଞ୍ଜିବୀ ଏବେ ପାରାଦ୍ୱୀପ ମୁହାଁ ହେଉଥିବା ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା