Masthead

ଅଜଗର ସାପ ଉଦ୍ଧାର

ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ବନାଞ୍ଚଳରୁ ୧୨ଫୂଟର ଅଜଗର ସାପ ଉଦ୍ଧାର କରାଯାଇଛି । ଖେଳିବା ସମୟରେ ପିଲାମାନେ ଏକ ଅଜଗର ସାପକୁ ଦେଖିଥିଲେ । ଗ୍ରାମର ଯୁବକମାନେ ବହୁତ ପରିଶ୍ରମ କରି ସାପଟିକୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଥିଲେ । ବନବିଭାଗ ସାପଟିକୁ ଡ଼ମଣି ସଂରକ୍ଷିତ ଜଙ୍ଗଲରେ ଛାଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ