Masthead

ମଧ୍ୟ ରାତିରେ ଧରାବତରଣ କଲେ ପ୍ରଭୁ ଯୀଶୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଧରାବତରଣ କଲେ ଯିଶୁଖ୍ରୀଷ୍ଟ । ନୂଆ ଦିଶା, ନୂଆ ରାହା ଦେଖାଇବାକୁ ପୃଥିବୀ ପୃଷ୍ଠକୁ ଓହ୍ଲାଇଛନ୍ତି ଯିଶୁଖ୍ରୀଷ୍ଟ । ଯୀଶୁଙ୍କ ଧରାବତରଣରେ ଚର୍ଚ୍ଚ ମାନଙ୍କରେ ଉତ୍ସବର ମାହୋଲ । ଚର୍ଚ୍ଚ ମାନଙ୍କରେ ବିଶେଷ ପ୍ରାର୍ଥନା ସଭାର ଆୟୋଜନ । ଚର୍ଚ୍ଚବିଶ୍ୱର କୋଣ ଅନୁକୋଣରେ ରହୁଥିବା କୋଟି କୋଟି ଖ୍ରୀଷ୍ଟ ଧର୍ମାବଳମ୍ବୀ ଏହାକୁ ପାଳନ କରୁଛନ୍ତି । ଆଜିର ଦିନକୁ ବଡ଼ ଦିନ ଭାବେ ପାଳନ କରାଯାଉଛି । ସେଥିପାଇଁ ଭୁବନେଶ୍ୱର ସମେତ ସବୁ ଚର୍ଚ୍ଚରେ ପ୍ରବଳ ଭିଡ ଦେଖିବାକୁ ମିଳିଛି ।

ମଧ୍ୟରାତିରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଧରାବତରଣ କରିଛନ୍ତି । ଏଥିପାଇଁ ଚର୍ଚ୍ଚଗୁଡିକ ଆକର୍ଷଣୀୟ ଆଲୋକମାଳାରେ ସଜେଇ ହୋଇଛି । ପ୍ରଭୁ ଯୀଶୁଙ୍କ ପାଇଁ ପ୍ରାର୍ଥନା ଚାଲିଛି । ପୂର୍ବଥର ବିଭିନ୍ନ କଟକଣା ମଧ୍ୟରେ ବଡ଼ଦିନ ପାଳନ ହୋଇଥିବା ବେଳେ ଚଳିତଥର ସେମିତି କିଛି କଟକଣା ନଥିବାରୁ ଚର୍ଚ୍ଚଗୁଡିକରେ ଖ୍ରୀଷ୍ଟମାସ ଧୁମଧାମରେ ପାଳନ ହେଉଛି । ଯୀଶୁଙ୍କ ଧରାବତରଣରେ ଚର୍ଚ୍ଚ ମାନଙ୍କରେ ଉତ୍ସବର ମାହୋଲ –

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ